www.samajalive.in
Wednesday, December 10, 2025
26.1 C
Bhubaneswar

ରିଲିଜ୍‍ ହେଲା ‘ତାନାଜୀ’ର ପ୍ରଥମ ଗୀତ

ମୁମ୍ବଇ: ଅଜୟ ଦେବଗନଙ୍କ ଅଭିନୀତ ଆଗାମୀ ଚଳଚ୍ଚିତ୍ର ‘ତାନାଜୀ: ଦି ଅନ୍‍ସଙ୍ଗ୍‍ ୱାରିୟର’ର ପ୍ରଥମ ଗୀତ ମଙ୍ଗଳବାର ରିଲିଜ୍‍ ହୋଇଛି। ଗୀତର ନାଁ ରହିଛି ‘ଶଙ୍କରା…’। ଗୀତରେ ଅଜୟ ଓ ସୈଫ୍‍ଙ୍କୁ ଦେଖିବାକୁ ମିଳିଛି। ଅଜୟ ଗୀତରେ ନୃତ୍ୟ ମଧ୍ୟ କରିଛନ୍ତି। ଏହି ଗୀତକୁ ଗଣେଶ ଆଚାର୍ଯ୍ୟ କୋରିଓଗ୍ରାଫ୍‍ କରିଛନ୍ତି। ଏହା ସହିତ ମେହୁଲ ବ୍ୟାସ ଏଥିରେ କଣ୍ଠଦାନ କରିଛନ୍ତି। ସାମାଜିକ ଗଣମାଧ୍ୟମରେ ଦର୍ଶକ ଏହାକୁ ଖୁବ୍‍ ପସନ୍ଦ କରୁଥିବା ଦେଖିବାକୁ ମିଳିଛି।
ସୂଚନାଯୋଗ୍ୟ, ‘ତାନାଜୀ: ଦି ଅନ୍‍ସଙ୍ଗ୍‍ ୱାରିୟର’ ଆସନ୍ତା ୧୦ ଜାନୁଆରୀରେ ମୁକ୍ତିଲାଭ କରିବ।

Hot this week

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

Related Articles

Popular Categories