www.samajalive.in
Thursday, December 11, 2025
23.1 C
Bhubaneswar

ବାଙ୍ଗିରିପୋଷି ଷ୍ଟେସନରେ ଡିଏମ୍‌ୟୁ ଟ୍ରେନ୍‌ରେ ଅଗ୍ନିକାଣ୍ଡ: ଯାତ୍ରୀ ସୁରକ୍ଷିତ

ଦ୍ୱାରଶୁଣି: ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷି ରେଳ ଷ୍ଟେସନରେ ବାଙ୍ଗିରିପୋଷି-ବାଲେଶ୍ବର ଡିଏମ୍‌ୟୁ ଟ୍ରେନ୍‌ରେ ମଙ୍ଗଳବାର ଅପରାହ୍ନରେ ନିଆଁ ଲାଗିଛି। ଷ୍ଟେସନ୍‌ରେ ଠିଆ ହୋଇଥିବା ଟ୍ରେନ୍‌ ଇଂଜିନରେ ବିଦ୍ୟୁତ୍ ସର୍ଟସର୍କିଟ ଯୋଗୁ ନିଆଁ ଲାଗି ଯାଇଥିବା ଜଣାପଡିଛି। ଏଥିରେ କାହାର କିଛି କ୍ଷୟକ୍ଷତି ହୋଇନାହିଁ। ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି। ଖବର ପାଇ ଦମକଳ ବାହିନୀ ବାଙ୍ଗିରିପ‌ୋଷି ଷ୍ଟେସନ୍‌ରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଟ୍ରେନ୍‌ଟି ଚେକିଂ ପରେ ପୁଣି ବାଲେଶ୍ବର ଅଭିମୁଖେ ଯାତ୍ରା କରିଛି।

Hot this week

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

Related Articles

Popular Categories