ବସ୍ତା : ବାଲେଶ୍ୱର ଜିଲା ବସ୍ତା ବ୍ଲକର ସିଂଲା ଥାନା ଅନ୍ତର୍ଗତ ବାଲିସାହି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବାଲିସାହି ଗ୍ରାମର ବିଷ୍ଣୁପଦ ପାତ୍ର ପୁଅ ବିମଳ (୨୮) ନିଜ ଘରେ ମଙ୍ଗଳବାର ବିଳମ୍ବିତ ରାତିରେ ଫାଶୀ ଦେଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଏନେଇ ବୁଧବାର ସିଂଲା ଥାନାରେ ଅପମୃତ୍ୟୁ ମାମଲା ରୁଜୁ କରି ପୁଲିସ ତଦନ୍ତ ଜାରି ରଖିଛି। ଆତ୍ମ ହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ସୂଚନା ମିଳିଛି।
Popular Categories



