www.samajalive.in
Sunday, December 7, 2025
26.1 C
Bhubaneswar

ପୁରୀ ଗଣଦୁଷ୍କର୍ମ ମାମଲାରେ ମନ୍ତ୍ରୀଙ୍କ ଘରକୁ ଛାତ୍ର କଂଗ୍ରେସର ଟମାଟୋ ମାଡ

ଭୁବନେଶ୍ବର: ପୁରୀ ଗଣଦୁଷ୍କର୍ମ ଘଟଣାକୁ ନେଇ ଛାତ୍ର କଂଗ୍ରେସ ସ୍ବର ଉଠାଇଛି। ଛାତ୍ର କଂଗ୍ରେସ କର୍ମୀମାନେ ବୁଧବାର ରାଜରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ମନ୍ତ୍ରୀଙ୍କ ଘର ଉପରକୁ ଟମାଟୋ ମାଡ କରିଛନ୍ତି। ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କରି ତାଙ୍କ ସରକାରୀ କ୍ବାଟର୍ସ ଉପରକୁ ଟମାଟୋ ମାଡ କରାଯାଇଥିବା ଜଣାପଡିଛି। ମନ୍ତ୍ରୀ ଇସ୍ତଫା​‌ ନଦେଲେ ଆଗାକୁ ମୁଖ୍ୟମନ୍ତ୍ରୀଙ୍କ ଉପରକୁ ଅଣ୍ଡା ମାଡ ହେବ ବୋଲି ଛାତ୍ର କଂଗ୍ରେସ ପକ୍ଷରୁ ଚେତାବନୀ ଦିଆଯାଇଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories