www.samajalive.in
Saturday, December 13, 2025
26.1 C
Bhubaneswar

ପିସିସି ସଭାପତି ପଦରୁ ଇସ୍ତଫା ଦେଲେ ପ୍ରସାଦ ହରିଚନ୍ଦନ!

ଭୁବନେଶ୍ୱର: ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ପଦରୁ ପ୍ରସାଦ ହରିଚନ୍ଦନ  ଇସ୍ତଫା ଦେଇଛନ୍ତି ବୋଲି ସୂଚନା ମିଳିଛି । ସେ ନିଜ ଇସ୍ତଫା ପତ୍ର ଏଆଇସିସି ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନିକଟକୁ ପଠାଇଛନ୍ତି । ବିଜେପୁର ଉପ ନିର୍ବାଚନରେ ଦଳର ହାର ପରେ ସେ ଏହାର ନୈତିକ ଦାୟିତ୍ୱ ଗ୍ରହଣ କରି ଇସ୍ତଫା ଦେଇଥିବା ସୂଚନା ମିଳିଛି ।

ଏଆଇସିସି ସାଧାରଣ ସମ୍ପାଦକ ବିକେ ହରି ପ୍ରସାଦ , ପ୍ରସାଦ ହରିଚନ୍ଦନ ଇସ୍ତଫା ଦେଇଥିବା କଥାକୁ ସ୍ୱୀକାର କରିଛନ୍ତି । ବିଜେପୁରରେ କଂଗ୍ରେସ ନିଜ ସ୍ଥିତି ବଜାୟ ରଖିବାରେ ବିଫଳ ହେବାରୁ ପ୍ରସାଦ ହରିଚନ୍ଦନ ଇସ୍ତଫା ଦେଇଥିବା କଥା ସେ ସୂଚନା ଦେଇଛନ୍ତି । ରାହୁଲ ଗାନ୍ଧୀ ଏ ସମ୍ପର୍କରେ ନିଷ୍ପତି ନେବେ ବୋଲି ବିକେ ହରି ପ୍ରସାଦ ପ୍ରକାଶ କରିଛନ୍ତି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories