www.samajalive.in
Monday, December 15, 2025
27.1 C
Bhubaneswar

ସଡ଼କ ଦୁର୍ଘଟଣା ; ୧ ମୃତ

କଣ୍ଟାବାଞ୍ଜି : ବଲାଙ୍ଗୀର ଜିଲା ମୁଖ୍ୟ ରାସ୍ତା କୁର୍ଲି-ସଲଣ୍ଡିରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ବେଲପଡା କଣ୍ଟାବାଞ୍ଜିରୁ ଆସୁଥିବା ଏକ ଗାଡିକୁ ବିପରୀତ ଦିଗରୁ ଆସୁଥିବା ଏକ ଅଜଣା ଟ୍ରାକ୍ଟର ଧକ୍କା ଦେଇଥିଲା।  ଫଳରେ ଗାଡ଼ିଚାଳକ କିଛି ଅଂଶ ଦୂରକୁ ଛିଟକି ପଡିଥିଲେ। ଗାଡି ଚାଳକ କଣ୍ଟାବାଞ୍ଜିର ଅମିତ ବୋଲି ଜଣାପଡ଼ିଛି। ଗୁରୁତର ଅବସ୍ଥାରେ ଘଟଣା ସ୍ଥଳରୁ ଅମିତଙ୍କୁ ପୁଲିସ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ପରେ ଡାକ୍ତର ଅମିତକୁ ମୃତ ଘୋଷଣା କରିଥିଲେ। ଟ୍ରାକ୍ଟର ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ପୁଲିସ ଏକ ମାମଲା ରୁଜୁକରି ତଦନ୍ତ ଚଲାଇଥିବା ଜଣାପଡିଛି।

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories