www.samajalive.in
Sunday, December 14, 2025
26.1 C
Bhubaneswar

ଶାହାଙ୍କ ଶିଲଂ ଗସ୍ତ ବାତିଲ

ନୂଆଦିଲ୍ଲୀ : ନାଗରିକତା ସଂଶୋଧନ ବିଧେୟକ(ସିଏବି)କୁ ଆସାମ ସମେତ ଶିଲଂରେ ମଧ୍ୟ ଜୋରଦାର ବିରୋଧ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ଶିଲଂ ଗସ୍ତକୁ ବାତିଲ କରିଦିଆଯାଇଛି। ଶାହା ଆସନ୍ତା ରବିବାର ଉତ୍ତରପୂର୍ବ ପୁଲିସ୍‌ ଏକାଡେମୀ କାର୍ଯ୍ୟକ୍ରମରେ ସାମିଲ ହେବାର ଥିଲା। ବୁଧବାର ଲୋକସଭାରେ ନାଗରିକ ସଂଶୋଧନ ବିଧେୟକ ଗୃହୀତ ହେବା ପରଠୁ ପୂର୍ବୋତ୍ତ ରାଜ୍ୟଗୁଡ଼ିକରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ଆସାମ, ମେଘାଳୟ ଓ ତ୍ରିପୁରାରେ ଆନ୍ଦୋଳନ ଉଗ୍ର ରୂପ ଧାରଣ କରିଛି। ଏପରିକି ପୁଲିସ ଗୁଳିରେ ୨ ଜଣ ପ୍ରଦର୍ଶନକାରୀଙ୍କ ମୃତ୍ୟୁ ଘଟିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories