www.samajalive.in
Sunday, December 14, 2025
23.1 C
Bhubaneswar

CAAକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଓୱେସୀ

ନୂଆଦିଲ୍ଲୀ : ନାଗରିକତା ସଂଶୋଧନ ଆଇନ(CAA)କୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ଏଆଇଏମଆଇଏମ ମୁଖ୍ୟ ତଥା ହାଇଦରାବାଦ ସାଂସଦ ଆସାଉଦ୍ଦିନ ଓୱେସୀ। ଏହାକୁ ବିରୋଧ କରି ସେ ସୁପ୍ରିମକୋର୍ଟରେ ପିଟିସନ ଦାଖଲ କରିଛନ୍ତି। ଓୱେସୀଙ୍କୁ ମିଶାଇ CAA ବିରୋଧରେ ଏପର୍ୟ୍ୟନ୍ତ ସୁପ୍ରିମ କୋର୍ଟରେ ୧୪ଟି ପିଟିସନ ଦାଖଲ ହୋଇ ସାରିଛି।
ସୂଚନା ଅନୁସାରେ, ସଂସଦରେ ମଧ୍ୟ ନାଗରିକତା ସଂଶୋଧନ ଆଇନକୁ ନେଇ ଓୱେସୀ ବିରୋଧ ପ୍ରଦର୍ଶନ କରିଥିଲେ। ଏପରି କି ସେ ଲୋକସଭାରେ ସିଏଏର ଏକ କପିକୁ ମଧ୍ୟ ଚିରି ଦେଇଥିଲେ। କଂଗ୍ରେସ ସମେତ ଅନେକ ବିରୋଧି ମଧ୍ୟ ଏହାକୁ ବିରୋଧ କରିଛନ୍ତି। ଏହା ପୂର୍ବରୁ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜୟରାମ ରମେଶ ନାଗରିକତା ସଂଶୋଧନ ଆଇନ ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories