www.samajalive.in
Friday, December 12, 2025
16.1 C
Bhubaneswar

ଝାଡଖଣ୍ଡର ଚତୁର୍ଥ ପର୍ଯ୍ୟାୟ ବିଧାନସଭା ନିର୍ବାଚନ : ସରିଲା ପ୍ରଚାର, ସୋମବାର ମତଦାନ

ରାଞ୍ଚି : ଝାଡଖଣ୍ଡର ଚତୁର୍ଥ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ଶନିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି । ଏହି ପର୍ଯ୍ୟାୟରେ ଆସନ୍ତା ସୋମବାର ଦିନ ଧାନବାଦ୍‍, ଦେଓଘର, ଗିରିଡିହୀ ଓ ବୋକାରୋ ଭଳି ଚାରୋଟି ଜିଲ୍ଲାର ୧୫ଟି ନିର୍ବାଚନ ମଣ୍ଡଳୀରେ ଭୋଟ ନିଆଯିବ । ବାଗୋଡର, ଜାମୁଆ,ଗିରିଡିହୀ, ଡୁମ୍ରି ଓ ତୁଣ୍ଡି ଭଳି ୫ଟି ନକ୍ସଲ ପ୍ରବଣ ନିର୍ବାଚନ ମଣ୍ଡଳୀରେ ଅପରାହ୍ନ ୩ଟାରେ ମତଦାନ ଶେଷ ହେବ । ଅବଶିଷ୍ଟ ନିର୍ବାଚନ ମଣ୍ଡଳୀରେ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ଚାଲିବ ।

ଭୋଟରମାନଙ୍କୁ ଆକୃଷ୍ଟ କରିବା ଲାଗି ବିଭିନ୍ନ ଦଳର ଦୁଙ୍ଗ ନେତାମାନେ ପ୍ରଚାରର ଶେଷ ଦିନରେ ଆପ୍ରାଣ ଉଦ୍ୟମ କରିଛନ୍ତି ।
ପ୍ରାୟ ସବୁ ରାଜନୈତିକ ଦଳର ବରିଷ୍ଠ ନେତାମାନେ ନିର୍ବାଚନ ସଭା ଓ ରାଲି ମାନ କରିଛନ୍ତି । ବିଜେପି ସଭାପତି ତଥା ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ୍‍ ଶାହା, ବିଜେପି କାର୍ଯ୍ୟକାରୀ ସଭାପତି ଜେ.ପି. ନଡ୍ଡା ଓ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଶନିବାର ବିଭିନ୍ନ ନିର୍ବାଚନ ସଭାଗୁଡିକରେ ଉଦ୍‍ବୋଧନ ଦେଇଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories