www.samajalive.in
Monday, December 8, 2025
24.1 C
Bhubaneswar

ପ୍ରେମ ନିବେଦନ କରି ବିଫଳ ହେବାରୁ ଛାତ୍ରୀଙ୍କ ଘରେ ପଶି ଗଳାକାଟି ହତ୍ୟା ଅଭିଯୋଗ

ବାଲୁଗାଁ : ପୁରୀ ଜିଲା ବାଲୁଗାଁ ଥାନା ଅନ୍ତର୍ଗତ ଗଙ୍ଗନଗର ଗ୍ରାମରେ ଶନିବାର ଜଣେ ଯୁବକ କଲେଜ ଛାତ୍ରୀଙ୍କ ଘରେ ପଶି ଗଳାକାଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ପ୍ରେମ ନିବେଦନ କରି ବିଫଳ ହେବାରୁ ଅଭିଯୁକ୍ତ ଯୁବକ ଜଣଙ୍କ ଏଭଳି କରିଛି। ହତ୍ୟା କରିଥିବା ଯୁବକ ଜଣଙ୍କ ଛାତ୍ରୀଙ୍କ ଗ୍ରାମର ହୋଇଥିବା ଜଣାପଡ଼ିଛି। ଅଭିଯୁକ୍ତ ଯୁବକକୁ ଅଟକ ରଖି ପୁଲିସ ପଚରାଉଚରା କରୁଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories