www.samajalive.in
Sunday, December 7, 2025
13.1 C
Bhubaneswar

ଶାହଙ୍କ ଘର ଆଗରେ ମହିଳା କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ: ଭୀମ ଆର୍ମୀ ନେତା ଚନ୍ଦ୍ରଶେଖର ଗିରଫ

ନୂଆଦିଲ୍ଲୀ: ନାଗରିକତା ସଂଶୋଧନ ଆଇନକୁ ନେଇ ବିରୋଧ ପ୍ରଦର୍ଶନ ଥମିବାର ନାଁ ନେଉନାହିଁ। ଗତ କିଛିଦିନ ଧରି ଦେଶର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ ଚାଲିଥିବା ବେଳେ ଶୁକ୍ରବାର କେନ୍ଦ୍ରୀୟ ଗୃହ ମନ୍ତ୍ରୀ ଅମିତ ଶାହଙ୍କ ବାସଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବହୁ ସଂଖ୍ୟକ ଦିଲ୍ଲୀ ମହିଳା କଂଗ୍ରେସ କର୍ମୀମାନେ ଶାହଙ୍କ ଘର ଆଗରେ ଏକାଠି ହୋଇ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଏମାନଙ୍କ ମଧ୍ୟରୁ ଅନେକ ମହିଳା କର୍ମୀଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି। ଏହା ବ୍ୟତୀତ ଭୀମ ଆର୍ମୀ ନେତା ଚନ୍ଦ୍ରଶେଖର ରାବଣଙ୍କୁ ମଧ୍ୟ ଦିଲ୍ଲୀ ପୁଲିସ ଗିରଫ କରିଛି। ଜାମା ମସ୍‍ଜିଦ୍‍ ଅଞ୍ଚଳରେ ପ୍ରଦର୍ଶନ କରିବାକୁ ପୁଲିସ ଅନୁମତି ଦେଇ ନ ଥିଲା। ମାତ୍ର ଏହାକୁ ଉଲ୍ଲଂଘନ କରିବାରୁ ଚନ୍ଦ୍ରଶେଖରଙ୍କୁ ଗିରଫ କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories