www.samajalive.in
Wednesday, December 10, 2025
18.1 C
Bhubaneswar

ଆଜି ବି ସାଇକେଲରେ ଆସିଲେ ବିଡିଏ, ବିଏମସିର କର୍ମଚାରୀ

ଭୁବନେଶ୍ୱର: ବିଏମସି, ବିଡିଏ ଓ ବିଏସସିଏଲରେ କର୍ମଚାରୀମାନେ ସପ୍ତାହର ଗୋଟିଏ ଦିନ ଅର୍ଥାତ୍ ଶୁକ୍ରବାର ସାଇକେଲରେ କାର୍ଯ୍ୟାଳୟକୁ ଆସିବା ବାଧ୍ୟତାମୂଳକ ହୋଇଛି। ଗତ ଶୁକ୍ରବାର ଭଳି ଆଜି ମଧ୍ୟ ଭୁବନେଶ୍ୱରରେ ଥିବା ତିନିଟି ସରକାରୀ ଅନୁଷ୍ଠାନର ଅଧିକାରୀ ଏବଂ କର୍ମଚାରୀମାନେ ସାଇକେଲରେ କାର୍ଯ୍ୟାଳୟକୁ ଆସିଛନ୍ତି। ସେହିଭଳି ଅନ୍ୟ କିଛି କର୍ମଚାରୀମାନେ ଚାଲି ଚାଲି କାର୍ଯ୍ୟାଳୟକୁ ଆସିଥିବା ଦେଖିବାକୁ ମିଳିଥିଲା। ବାୟୁ ପ୍ରଦୂଷଣ ରୋକିବା​‌ ପାଇଁ ଏଭଳି ପ୍ରୟାସକୁ ସମସ୍ତେ ସ୍ବାଗତ କରିଛନ୍ତି।

Hot this week

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

Related Articles

Popular Categories