www.samajalive.in
Sunday, December 14, 2025
17.1 C
Bhubaneswar

ଶ୍ରୀମନ୍ଦିର ଚାହାଣୀ ମଣ୍ଡପରୁ ଭିଡିଓ ଭାଇରାଲ

ପୁରୀ: ଶ୍ରୀମନ୍ଦିର ଭିତରେ ଭିଡିଓ ଭାଇରାଲ୍ ହେବା କିଛି ନୂଆ ଘଟଣା ନୁହେଁ। ପୂର୍ବରୁ ଏଭଳି ଘଟଣା ବାରମ୍ବାର ଘଟିଥିଲେ ମଧ୍ୟ ଏଯାଏଁ ଶ୍ରୀମନ୍ଦିର ପ୍ରଶାସନ ଚେତିନାହିଁ। କିଛି ଦିନର ବ୍ୟବଧାନ ପରେ ଆଜି ପୁଣି ସେହି ଅନୁରୂପ ଘଟଣା ସାମ୍ନାକୁ ଆସିଛି। ଶ୍ରୀମନ୍ଦିର ଚାହାଣୀ ମଣ୍ଡପରେ ଜଣେ ଯୁବକ ଫୋନରେ କଥା ହେଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି। ଭିଡିଓ ଭାଇରାଲ ହେବା ପରେ ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥାକୁ ନେଇ ପୁଣି ସାଧାରଣରେ ପ୍ରଶ୍ନ ଉଠିଛି। ପ୍ରବେଶ ପଥରେ ଯାଞ୍ଚ ସତ୍ତ୍ବେ କିଭଳି ମୋବାଇଲ ଫୋନ୍ ଶ୍ରୀମନ୍ଦିର ମଧ୍ୟକୁ ଯାଉଛି ତାହା ପ୍ରଶ୍ନବାଚୀ ସୃଷ୍ଟି କରୁଛି। ଏନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories