www.samajalive.in
Saturday, December 6, 2025
26.1 C
Bhubaneswar

“କ୍ବିକ୍‌ ରିଆକ୍ସନ୍‌ ସରଫେସ୍‌ ଟୁ ଏୟାର” କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ବର : ବାଲେଶ୍ବର ଜିଲା ଚାନ୍ଦିପୁର କ୍ଷେପଣାସ୍ତ୍ରଘାଟିର ୩ ନମ୍ବର ଲଞ୍ଚ ପ୍ୟାଡରୁ ସୋମବାର ସକାଳ ୧୧ଟା ୪୫ମିନିଟ ସମୟରେ କ୍ବିକ୍‌ ରିଆକ୍ସନ୍‌ ସରଫେସ୍‌ ଟୁ ଏୟାର(କ୍ୟୁଆରସାମ୍‌) କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଥିବା ଜଣାପଡ଼ିଛି। ସମ୍ପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ଏହି କ୍ଷେପଣାତ୍ସକୁ ନିର୍ମାଣ କରାଯାଇଛି। ଭୂପୃଷ୍ଠରୁ ଆକାଶକୁ ନିକ୍ଷେପ କରାଯାଇପାରୁଥିବା ଏହି କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦୀ କ୍ଷମତା ୩୦ କିଲୋମିଟର ରହିଥିବାର ସୂଚନା ମିଳିଛି।

Hot this week

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

Related Articles

Popular Categories