www.samajalive.in
Wednesday, December 10, 2025
26.1 C
Bhubaneswar

ଏନପିଆରକୁ କ୍ୟାବିନେଟ୍‍ ମଞ୍ଜୁରୀ

ନୂଆଦୀଲ୍ଲୀ: ସିଏଏ ଓ ଏନଆରସିକୁ ନେଇ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଥିବା ବେଳେ ମୋଦୀ ସରକାରଙ୍କ ପକ୍ଷରୁ ପୁଣି ଏକ ବଡ଼ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଜାତୀୟ ଜନସଂଖ୍ୟା ରେଜିଷ୍ଟର(ଏନପିଆର)କୁ ମଙ୍ଗଳବାର କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି। ସୂଚନା ମୁତାବକ, ଆଜି ବସିଥିବା କ୍ୟାବିନେଟ୍‍ ବୈଠକରେ ଏନପିଆରକୁ ଅପ୍‌ଡେଟ୍‌ କରିବା ପାଇଁ ମଞ୍ଜୁରୀ ମିଳିଛି।

ଏନପିଆର କ’ଣ?

- Advertisement -

ନାଗରିକତା ଆଇନ-୨୦୦୩ରେ ଏନପିଆରକୁ ନିମ୍ନ ମତେ ବର୍ଣ୍ଣନା କରାଯାଇଛି,- ଏନପିଆର ଅର୍ଥ କୌଣସି ଗାଁ କିମ୍ବା ଗ୍ରାମାଞ୍ଚଳ, ସହର କିମ୍ବା ୱାର୍ଡ଼ ତଥା ସହରାଞ୍ଚଳର ସୀମାନ୍ତବର୍ତ୍ତୀ ଅଞ୍ଚଳରେ ବାସ କରୁଥିବା ଲୋକଙ୍କ ସମ୍ପୂର୍ଣ୍ଣ ବିବରଣୀ।

Hot this week

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

Related Articles

Popular Categories