ସ୍ବତନ୍ତ୍ର ନୀତି ଯୋଗୁଁ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

0

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନିକଟରେ ସ୍ବତନ୍ତ୍ର ନୀତି ଅନୁଷ୍ଠିତ ହେବ । ଏହି ନୀତିକୁ ଘସା କପଡ଼ା ଲାଗି ନୀତି ବୋଲି କୁହାଯାଏ । ମଧ୍ୟାହ୍ନ ଧୂପ ପରେ ଏହି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ସଂନ୍ଧ୍ୟା ୫ଟାରୁ ରାତି ୯ଟା ଯାଏଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି ହୋଇଥାଏ ।

Leave A Reply