www.samajalive.in
Thursday, December 11, 2025
26.1 C
Bhubaneswar

୩-ଡି ବାଲୁକା ଶାନ୍ତାକ୍ଲଜ୍‌ କରି ସୁଦର୍ଶନଙ୍କ ବିଶ୍ବ ରେକର୍ଡ

ପୁରୀ : ପୁରୀ ସ୍ବର୍ଣ୍ଣାଭ ବେଳାଭୂମିରେ ବୃହତ୍ତ ୩-ଡି ବାଲୁକା ଶାନ୍ତାକ୍ଲଜ କରି ବିଶ୍ବ ରେକର୍ଡ କରିଛନ୍ତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ।
୨୫ଶହ ବର୍ଗଫୁଟ ଅଞ୍ଚଳରେ ମଙ୍ଗଳବାର ଏହାକୁ ନିର୍ମାଣ କରାଯାଇଛି। ମେରୀ ଖ୍ରୀଷ୍ଟମାସ ବାଲୁକାକଳାରେ ‘ଗୋ ଗ୍ରୀନ’ ଚିତ୍ର ଅଙ୍କନ କରି ପରିବେଶ ସୁରକ୍ଷା ବାର୍ତ୍ତା ଦେଇଛନ୍ତି ସୁଦର୍ଶନ। ତାଙ୍କର ଏହି ଆକର୍ଷଣୀୟ ବାଲୁକାକଳା ଦେଖିବାକୁ ପର୍ଯ୍ୟଟକଙ୍କ ମଧ୍ୟରେ ବେଶ୍‌ ଗହଳି ପରିଲକ୍ଷିତ ହୋଇଛି।

Hot this week

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

ଗୋଟିଏ ଗ୍ଲାସରେ ଥରକେ କରନ୍ତୁ ୧୦ଟି ଇଡିଲି

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ ଭାରତୀୟ ଖାଦ୍ୟ ଦୋସା ଏବଂ ଇଡିଲିକୁ...

ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଗୁରୁବାର...

ପ୍ରଦୂଷଣମୁକ୍ତ ପରିବେଶ ଗଠନରେ ପ୍ରଶାସନ ଅପାରଗ, ଲୋକେ ଅତିଷ୍ଠ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନ୍ଏସିରେ ସ୍ୱଚ୍ଛ ପରିବେଶ, ସୁସ୍ଥ ପରିବେଶର ପରିକଳ୍ପନା ଦୂରେଇ...

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

Related Articles

Popular Categories