www.samajalive.in
Monday, December 8, 2025
24.1 C
Bhubaneswar

ଭୁବନେଶ୍ୱରରେ ଜଳିଗଲା ବସ୍‍

ଭୁବନେଶ୍ୱର: ଭୁବନେଶ୍ୱରର ସହିଦନଗରରେ ବୁଧବାର ଏକ ବସ୍‍ ଜଳିଯାଇଛି। ରାସ୍ତା କଡ଼ରେ ଠିଆ ହୋଇଥିବା ବେଳେ ବସ୍‍ଟିରେ ହଠାତ୍‍ ନିଆଁ ଲାଗି ଯାଇଥିଲା। ଫଳରେ ବସ୍‍ଟି ହୁତୁହୁତୁ ହୋଇ ଜଳିଥିଲା। ଖବର ପାଇ ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ଏଥିରେ ଅନ୍ୟ କୌଣସି କ୍ଷୟକ୍ଷତି ଘଟିଥିବା ଜଣାପଡ଼ିନାହିଁ।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories