www.samajalive.in
Sunday, December 14, 2025
23.1 C
Bhubaneswar

ପଟ୍ଟାମୁଣ୍ଡାଇରେ ୬ ଘଣ୍ଟିଆ ବନ୍ଦ ପାଳନ

କେନ୍ଦ୍ରାପଡ଼ା: ସବଡ଼ିଭିଜନ ମାନ୍ୟତା ଦାବିରେ କଂଗ୍ରେସ ପକ୍ଷରୁ ପଟ୍ଟାମୁଣ୍ଡାଇରେ ୬ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ୧୨ଟା ପର୍ଯ୍ୟନ୍ତ ବନ୍ଦ ଡ଼ାକରା ଦିଆଯାଇଛି। ଏହାର ପ୍ରଭାବରେ ସମସ୍ତ ଦୋକାନ,ବଜାର ବନ୍ଦ ରହିବା ସହ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ସ୍କୁଲ ଓ କଲେଜ ବନ୍ଦ ରହିଛି। ଗାଡି ଚଳାଚଳ ବାଧାପ୍ରାପ୍ତ ରହିଛି । ଏହି ବନ୍ଦ ଡ଼ାକରାକୁ ସ୍ଥାନୀୟବାସିନ୍ଦା ଓ ବଣିକ ସଂଘ ପକ୍ଷରୁ ସମର୍ଥନ ଜଣାଯାଇଛି ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories