www.samajalive.in
Monday, December 8, 2025
24.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଜେପୁରର ନବ ନିର୍ବାଚିତ ବିଧାୟିକା ରୀତା ସାହୁ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିଜେପୁର ନବ ନିର୍ବାଚିତ ବିଧାୟିକା ରୀତା ସାହୁ ନବୀନ ନିବାସରେ ଭେଟିଛନ୍ତି ।   ବିଜେପୁରରେ ବୃହତ ବିଜୟ ପରେ ରୀତା ସାହୁ ନିଜର ସମର୍ଥକଙ୍କ ସହ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି  । ଏହି ସମୟରେ ତାଙ୍କସହ ମନ୍ତ୍ରୀ ସୁଶାନ୍ତ ସିଂ ଓ ସ୍ନେହାଙ୍ଗୀନ ଛୁରିଆଙ୍କ ସହ ବହୁ ଦଳୀୟ ନେତା ଉପସ୍ଥିତ ଥିଲେ ।

ରୀତା ସାହୁ ନିର୍ବାଚନ ବେଳେ ଦେଇଥିବା ପ୍ରତିଶୃତିକୁ ପାଳନ କରିବା ସହ ବିକାଶ କାମକୁ  ଆଗେଇ ନେବେ ବୋଲି କହିଛନ୍ତି ।

- Advertisement -

ରାଜ୍ୟ ସଭାପାଇଁ  ଖୁବ ଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି । ପୂର୍ବରୁ ରାଜନୈତିକ ପୃଷ୍ଟଭୂମି ଥିବା ଲୋକଙ୍କୁ ରାଜ୍ୟସଭାକୁ ପଠାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ ।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories