www.samajalive.in
Monday, December 15, 2025
24.1 C
Bhubaneswar

ନେତାଜୀଙ୍କ ଦ୍ୱାରା ପ୍ରଥମ ତ୍ରିରଙ୍ଗା ପତାକା ଉତ୍ତୋଳନର ୭୬ତମ ବାର୍ଷିକୀ ପାଳିତ

ପୋର୍ଟ ବ୍ଲେୟାର୍‍ : ନେତାଜୀ ସୁଭାଷ ଚନ୍ଦ୍ର ବୋଷ୍‍ଙ୍କଦ୍ୱାରା ପ୍ରଥମ ତ୍ରିରଙ୍ଗା ପତାକା ଉତ୍ତୋଳନର  ୭୬ତମ ବାର୍ଷିକୀ ସୋମବାର ପାଳନ କରାଯାଉଛି। ପାଳନ ଅବସରରେ ଆଜି ସକାଳେ ପୋର୍ଟ ବ୍ଲେୟାର୍‍ଠାର ସ୍ୱତନ୍ତ୍ର ସ୍ମାରକୀ ଉତ୍ସବ ପାଳନ କରାଯାଇଛି। ଲେଫ୍ଟନାଣ୍ଟ ଗଭର୍ଣ୍ଣର୍‍ ଆଡ୍‍ମିରାଲ୍‍ ଡି.କେ. ଯୋଶୀ ଓ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେ ପୋର୍ଟ ବ୍ଲୋୟାର୍‍ର ଫ୍ଲାଗ୍‍ ପଏଣ୍ଟଠାରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ।

ସୁଭାଷ ମେଳା କମିଟି ସ୍ୱରାଜଦ୍ୱୀପ ପକ୍ଷରୁ ବାଇକ୍‍ ର‍୍ୟାଲି ଆୟୋଜନ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ଭାରତର ସ୍ୱାଧୀନତା ଆନ୍ଦୋଳନର ଇତିହାସରେ ଆଜି ହେଉଛି ଏକ ଐତିହାସିକ ଦିନ । ୧୯୪୩ ମସିହା ଆଜିର ଦିନରେ ପୋର୍ଟ ବ୍ଲେୟାର୍‍ଠାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଭାରତମାଟିରେ ପ୍ରଥମ ଥର ଜାତୀୟ ତ୍ରିରଙ୍ଗା ତ୍ରିରଙ୍ଗା ଉତ୍ତୋଳନ କରିଥିଲେ।

Hot this week

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

Related Articles

Popular Categories