www.samajalive.in
Monday, December 15, 2025
16.1 C
Bhubaneswar

ଆଣ୍ଟି ଟେରୋରିଷ୍ଟ ସ୍କ୍ୱାର୍ଡ଼ ଏଏସପିଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ: ଆଣ୍ଟି ଟେରୋରିଷ୍ଟ ସ୍କ୍ୱାର୍ଡ଼ର ଅତିରିକ୍ତ ଅରକ୍ଷି ଅଧିକ୍ଷକ ରାଜେଶ ସାଇନୀ ମଙ୍ଗଳବାର ତାଙ୍କ କାର୍ଯ୍ୟାଳୟରେ ଆତ୍ମହତ୍ୟା କରିଛନ୍ତି। ପୂର୍ବାହ୍ନରେ ଲକ୍ଷେ୍ନøସ୍ଥିତ ତାଙ୍କ କାର୍ଯ୍ୟାଳୟରେ ସେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି। ପ୍ରାରମ୍ଭିକ ତଦନ୍ତରେ ପୁଲିସକୁ କୌଣସି ଚିଠି କିମ୍ବା ହାତଲେଖା ମିଳି ନଥିବାରୁ ଆତ୍ମହତ୍ୟାର କାରଣ ଜଣାପଡ଼ି ନାହିଁ। ୧୯୯୭କାର୍ଯ୍ୟରେ ଯୋଗ ଦେଇଥିବା ୧୯୯୨ ବ୍ୟାଚ ଆଇପିଏସ ପାଟନା ନିବାସୀ ରାଜେଶ ସାଇନୀ ୨୦୧୪ଜୁଲାଇରେ ଉତ୍ତରପ୍ରଦେଶ ଏଟିଏସ ବିଭାଗରେ ଏଏସପି ଦାୟିତ୍ୱ ଗ୍ରହଣ କରିଥିଲେ।

Hot this week

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

Related Articles

Popular Categories