www.samajalive.in
Monday, December 8, 2025
16.1 C
Bhubaneswar

ଇରାନରେ ଭୂକମ୍ପ ଝଟକା

ତେହରାନ୍ : ଇରାନ୍‌ର ଉତ୍ତରପଶ୍ଚିମ ଅଞ୍ଚଳର ଆଫଗାନିସ୍ତାନ ସିମା ନିକଟରେ ଗୁରୁବାର ସକାଳ ସମୟରେ ଭୂକମ୍ପ ଝଟକା ଅନୁଭୁତ ହୋଇଥିବା ଜଣାପଡିଛି। ରିକ୍ଟର ସ୍କେଲରେ ଏହାର ତୀବତ୍ରା ୫.୮ ରେକର୍ଡ କରାଯାଇଛି। ଭୂପୃଷ୍ଠର ୮ କିମି ତଳେ ଭୂକମ୍ପର କେନ୍ଦ୍ର ରହିଥିବା ଭୂକମ୍ପ ଗବେଷଣା କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି। ଏଥିରେ ୧୪ଟି ଗ୍ରାମର ସ୍ବଳ୍ପ କ୍ଷୟକ୍ଷତି ହୋଇଥିବାବେଳେ କେହି ମୃତାହତ କିମ୍ବା ଆହତ ହୋଇନଥିବା ସୂଚନା ମିଳିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories