www.samajalive.in
Saturday, December 13, 2025
26.1 C
Bhubaneswar

ପୂର୍ବତନ ବିଧାୟକ ଅଖିଳ ସାଉଁନ୍ତାଙ୍କର ମୃତ୍ୟୁ

ରାୟଗଡ: ରାୟଗଡା ଲକ୍ଷ୍ମୀପୁର ବିଧାନ ସଭା ଆସନର ପୂର୍ବତନ ବିଧାୟକ ଅଖିଳ ସାଉନ୍ତଙ୍କର ଇହଲୀଳା ସମ୍ବରଣ କରିଛନ୍ତି । ଦୀର୍ଘ ଦିନରୁ ସେ ଶଯ୍ୟାଶାୟୀ ଥିଲେ। ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।  ଗୁରୁବାର ଦିନ ଗୋଟାଏ ୩୦ ସମୟରେ  କାଶୀପୁର ବ୍ଲକ ଅନ୍ତର୍ଗତ କୁଚେଇପଦର  ଘରେ ତାଙ୍କର  ମୃତ୍ୟୁ ହୋଇଛି ।

୧୯୭୭-୮୦ ଓ ୧୯୯୦-୯୫ ମସିହାରେ ସେ ଜନତା ଦଳ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇଥିଲେ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories