www.samajalive.in
Thursday, December 11, 2025
18.1 C
Bhubaneswar

ଛତୁ ସିମଲା ଲଙ୍କା ସାଲାଡ଼

ଆବଶ୍ୟକ ସାମଗ୍ରୀ
ଛତୁ – ୨୦୦ ଗ୍ରାମ
ଲାଲ ସିମଲା ଲଙ୍କା – ୨୦୦ ଗ୍ରାମ
ମହୁ – ୧ ଚାମଚ
ତେଲ – ଆବଶ୍ୟକ ପରିମାଣରେ
ରସୁଣ – ଅଳ୍ପ
ଗୋଲମରିଚ ଗୁଣ୍ଡ – ଅଳ୍ପ
ଚାର୍ଟ ମସଲା – ଅଳ୍ପ
ଧନିଆ ପତ୍ର – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଛତୁ, ଧନିଆ ପତ୍ର, ରସୁଣକୁ କାଟି ଦିଅନ୍ତୁ। ଏବେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ପ୍ରଥମେ ଛତୁକୁ ପକାଇ ଭାଜନ୍ତୁ। ଛତୁରୁ ପାଣି ବାହାରି ଏହା ଶୁଖିବାକୁ ଲାଗିଲେ ଏଥିରେ ସିମଲା ଲଙ୍କା ପକାଇ ଭଲ ଭାବେ ଭାଜନ୍ତୁ। ଏବେ ଏଥିରେ, ଗୋଲମରିଚ ଗୁଣ୍ଡ, ଲୁଣ, ପକାଇ ୨ ମିନିଟ ଗ୍ୟାସରେ ବସାନ୍ତୁ। ୨ ମିନିଟ ପରେ ଏହାକୁ ଏକ ପାତ୍ରକୁ କାଢି ଚାର୍ଟ ମସଲା ଓ ମହୁ ପକାଇ ଗୋଳାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଛତୁ ସିମଲା ଲଙ୍କା ସାଲାଡ଼।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories