www.samajalive.in
Tuesday, December 9, 2025
23.1 C
Bhubaneswar

ଆସନ୍ତାକାଲି ଭାରତ-ଶ୍ରୀଲଙ୍କା ଅନ୍ତିମ ଟ୍ବେଣ୍ଟି-୨୦ : ସିରିଜ ହାତେଇବା ଲକ୍ଷ୍ୟରେ ଭାରତ

ପୁଣେ : ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ତିନିଟିକିଆ ମ୍ୟାଚ୍ ବିଶିଷ୍ଟ ଟ୍ବେଣ୍ଟି-୨୦ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ୍ ଆସନ୍ତାକାଲି(ଶୁକ୍ରବାର) ପୁଣେରେ ଖେଳାଯିବ। ସନ୍ଧ୍ୟା ୭ଟାରେ ଏହି ମ୍ୟାଚ ଆରମ୍ଭ ହେବ। ଏହି ମ୍ୟାଚକୁ ଜିତି ଭାରତୀୟ ଦଳ ସିରିଜ ହାତେଇବା ଲକ୍ଷ୍ୟରେ ରହିବ। ଅନ୍ୟପକ୍ଷରେ ଲାଶିଥ ମାଲିଙ୍ଗାଙ୍କ ନେତୃତ୍ବାଧିନ ଶ୍ରୀଲଙ୍କା ଦଳ ଅନ୍ତିମ ମ୍ୟାଚକୁ ଜିତି ସିରିଜକୁ ୧-୧ରେ ବରାବର କରିବା ପାଇଁ ପ୍ରୟାସ କରିବ। ଗୌହାଟୀରେ ପ୍ରଥମ ମ୍ୟାଚ୍ ବର୍ଷାରେ ଧୋଇ ହୋଇ ଯିବା ପରେ ଇନ୍ଦୋରରେ ଖେଳାଯାଇଥିବା ଦ୍ବିତୀୟ ମ୍ୟାଚରେ ଭାରତ ସହଜ ବିଜୟ ହାସଲ କରିଥିଲା।

 

- Advertisement -

 

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories