ବାଲେଶ୍ୱର : ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥ ଗୁଡ଼ିଖାଲ ନିକଟରେ ଶୁକ୍ରବାର ଏକ ଡ଼ାଲା ଅଟୋ ଓଲଟି ୮ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତର ଶ୍ରମିକଙ୍କୁ ବସ୍ତା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।ସୂଚନା ଯୋଗ୍ୟ, ଆଜି ସକାଳ ସମୟରେ ନିକଟ ଗାଁକୁ କାମ କରିବାକୁ ଯିବା ବେଳେ ଭାରସାମ୍ୟ ହରାଇ ଅଟୋ ଓଲଟି ପଡ଼ିବାରୁ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।
Popular Categories



