www.samajalive.in
Thursday, December 11, 2025
27.1 C
Bhubaneswar

କୂଅରୁ ନାବାଳକର ମୃତଦେହ ଉଦ୍ଧାର

ପାଟଣା : କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନିହ୍ନୁଆଁ ଗ୍ରାମର ଏକ କୂଅ ଭିତରୁ  ସୋମବାର ୪ବର୍ଷ ନାବାଳକର ମୃତଦେହ ଉଦ୍ଧାର ହୋଇଛି। ମୃତ ନାବଳକ ଉକ୍ତ ଗ୍ରାମର ସୁଶାନ୍ତ ନାଏକଙ୍କ ପୁଅ ବିଶ୍ବରଞ୍ଜନ ନାଏକ ବୋଲି ଜଣାପଡିଛି। ସେ ରବିବାର ଠାରୁ ନିଖୋଜ ଥିବା ଜଣାପଡ଼ିଛି। ପରିବାର ଲୋକେ ମୃତଦେହ ଦେଖି ପୁଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣା ସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ଶବକୁ ଜବତ କରି ଘଟଣାର ତଦନ୍ତ କରୁଛି।

Hot this week

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

Related Articles

Popular Categories