www.samajalive.in
Saturday, December 13, 2025
26.1 C
Bhubaneswar

୫.୧୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ବସ୍ତା: ବାଲେଶ୍ବର ଜିଲା ବସ୍ତା ବ୍ଲକର ସିଂଲା ଥାନା ପୁଲିସ ୫.୧୦ ଲକ୍ଷ ଟଙ୍କା ମୂଲ୍ୟର ୫୧ ଗ୍ରାମ ବ୍ରାଉନ ସୁଗାର ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ଏହା ସହିତ ନଗଦ ୨ ଲକ୍ଷ ୪୫ ହଜାର ଟଙ୍କା ଓ ବାଇକ ମଧ୍ୟ ଜବତ କରିଛି। ଏନେଇ ବୁଧବାର ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ବସ୍ତା ଏସ୍ଡିପିଓ ଜଳନ୍ଧର ଜାଲି ସୂଚନା ଦେଇଛନ୍ତି। ଅଭିଯୁକ୍ତ ହେଉଛି, କାଦରାୟାଁ ଗ୍ରାମ ନିବାସୀ ସେଖ୍ ଇବ୍ରାହିମଙ୍କ ପୁଅ ସେଖ୍ ତାହୀର। ପୁଲିସ ଅଭିଯୁକ୍ତକୁ ଅଧିକ ପଚରାଉଚରା ଜାରି ରଖିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories