www.samajalive.in
Thursday, December 11, 2025
15.1 C
Bhubaneswar

ଷ୍ଟେସନରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଳିଗଲେ ଯୁବକ

କଟକ : କଟକ ଜିଲା ରେଳ ଷ୍ଟେସନରେ ଶୁକ୍ରବାର ସକାଳ ସମୟରେ ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡ଼ିଛି। ରେଳ ଷ୍ଟେସନର ୭ ନମ୍ବର ପ୍ଲାଟଫର୍ମରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଯୁବକ ଜୀବନ୍ତ ଜଳି ଯାଇଛନ୍ତି। ଯୁବକଙ୍କ ପରିଚୟ ମିଳିପାରି ନଥିବା ବେଳେ ରେଲୱେ ବିଭାଗ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। କେଉଁ କାରଣରୁ ଏଭଳି ଘଟଣା ଘଟିଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories