www.samajalive.in
Monday, December 15, 2025
27.1 C
Bhubaneswar

କଟକ ଗୋପାଳପୁରରେ ଗୁଳିକାଣ୍ଡ, ୩ ଆହତ

କଟକ: ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଯୋଗୁ କଟକ ଉପକଣ୍ଠ ଗୋପାଳପୁରରେ ଗୁଳିକାଣ୍ଡ ଘଟିଛି। ଏଥିରେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ଜଣେ ଦୁର୍ବୃତ୍ତ ଅନ୍ୟମାନଙ୍କୁ ଗୋଡାଇ ଗୋଡାଇ ଗୁଳି କରିଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ଗୁରୁତର ଆହତ ୩ଜଣଙ୍କୁ କଟକ ଏସ୍‌ସିବି ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅଣ୍ଟା, ପେଟ ଓ ଗୋଡରେ ଗୁଳି ବାଜିଛି। ଆହତମାନେ ହେଲେ ପ୍ରତାପନଗରୀ ଅଞ୍ଚଳର ସୁଶାନ୍ତ ରାଉତ, କାଳିନ୍ଦୀ ରାଉତ ଓ ସମୀର ରାଉତ। ପୁଲିସ ଘଟଣାର ଅନୁସନ୍ଧାନ ଚଳାଇଛି।

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories