www.samajalive.in
Wednesday, December 10, 2025
23.1 C
Bhubaneswar

ଜେଲ ଭିତରେ ପ୍ରଦୀପ ସେଠୀଙ୍କ ଆତ୍ମହତ୍ୟା ଉଦ୍ୟମ, ଏସସିବିରେ ଭର୍ତ୍ତି

ଭୁବନେଶ୍ଵର: ଅର୍ଥତତ୍ତ୍ଵ ଚିଟ୍‌ଫଣ୍ଡ ଠକେଇ ମାମଲାରେ ଝାରପଡ଼ା​‌ ଜେଲରେ ବନ୍ଦୀ ଥିବା ପ୍ରଦୀପ ସେଠୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଜେଲର ଶୌଚାଳୟ ଭିତରେ ସେ ବେକରେ ଇନଭର୍ଟର ତାର ଗୁଡ଼ାଇ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା ମିଳିଛି। ଜେଲ କର୍ମଚାରୀମାନେ ଶୌଚାଳୟ କବାଟ ଭାଙ୍ଗି ତାଙ୍କୁ ଉଦ୍ଧାର କରିବା ପରେ ଚିକିତ୍ସା ପାଇଁ କଟକ ଏସସିବି ମେଡିକାଲ ପଠାଯାଇଛି। ମଙ୍ଗଳବାର ଏହି ଘଟଣା ଘଟିଛି। ଏହା ପୂର୍ବରୁ ମଧ୍ୟ ସେ ଜେଲ ଭିତରେ ଆତ୍ମହତ୍ୟା ଉଦ୍ୟମ କରିଥିବାରୁ ତାଙ୍କୁ ମାନସିକ ରୋଗ ବିଭାଗରେ ଚିକିତ୍ସା ପାଇଁ ପଠାଯାଇଥିବା ଜଣାପଡ଼ିଛି।

Hot this week

ସୀମା ଟପିଲା ବର୍ବରତା: ୬ବର୍ଷର ଝିଅ ସହିତ ନିର୍ଭୟା ପରି ଘଟଣା

ସମାଜ ଡିଜିଟାଲ ଡେସ୍କ: ଗୁଜୁରାଟର ରାଜକୋଟରେ ଚାଞ୍ଚଲ୍ୟ । ଜଣେ ନିର୍ଦ୍ଦୋଷ,...

ଜେଲ୍‌ ଅଛି ତ ବେଲ୍‌ ଅଛି

କଥା କଥାକେ ଆମ ସମାଜରେ ଅସାମାଜିକ ଲୋକଙ୍କ ମୁହଁରେ ଏହି ବାକ୍ୟ...

ବିପୁଳ ମାଓ ସାମଗ୍ରୀ ଠାବ

ବାଲିଗୁଡା : ବାଲିଗୁଡା ବିଏସ୍‌ଏଫ୍ ଯବାନଙ୍କୁ ବଡ ସଫଳତା ମିଳିଛି। ବଡ଼ଧରଣର...

ଚିନ୍ତାକଳ୍ପ : ଦୃଷ୍ଟିକୋଣ

ଦୃଷ୍ଟିକୋଣ (ଆଭିମୁଖ୍ୟ)ରେ ପରିବର୍ତ୍ତନ ସବୁଠାରୁ ବଡ଼ ପରିବର୍ତ୍ତନ ବୋଲି କୁହାଯାଇଥାଏ। ଆପଣାର...

ସମ୍ପାଦକୀୟ : ଭୂମିକମ୍ପ ବିପତ୍ତି

ଭାରତର ସହରାଞ୍ଚଳ ପାଇଁ ସତର୍କ ଘଣ୍ଟି ଜାପାନରେ ଗତ ୮ ତାରିଖ ଦିନ...

Related Articles

Popular Categories