www.samajalive.in
Friday, December 12, 2025
19.1 C
Bhubaneswar

ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଜୋରଦାର ପ୍ରସ୍ତୁତି : ଆଜି ଅନୁଷ୍ଠିତ ହେଲା ଫୁଲ୍‍ ଡ୍ରେସ୍‍ ରିହରସାଲ୍‍

ନୂଆଦିଲ୍ଲୀ :  ଆଗାମୀ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି । ଗୁରୁବାର ସକାଳେ ରାଜପଥରେ ଫୁଲ୍‍ ଡ୍ରେସ୍‍ ରିହରସାଲ୍‍ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ଦେଖିବ। ପାଇଁ ବିପୁଳ ଜନସମାଗମ ହୋଇଥିଲା । ୧୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସମେତ ୬ଟି କେନ୍ଦ୍ରୀୟ ମନ୍ତ୍ରଣାଳୟର ପ୍ରଜ୍ଞାପନ ମେଢ଼ ଏଥିରେ ଅଂଶଗ୍ରହଣ କରିଥିଲେ ।

ଜାତୀୟ ରାଜଧାନୀ ଦିଲ୍ଲୀର ରାଜପଥରେ ମୁଖ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଠାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବେ।  ୭୧ତମ ସାଧାରଣତନ୍ତ୍ର ଦିବସରେ ବ୍ରାଜିଲ୍‍ ରାଷ୍ଟ୍ରପତି ଜାୟାର ମେସିଆସ୍‍ ବୋଲ୍‍ସୋନାରୋ ମୁଖ୍ୟଅତିଥି ଭାବେ ଯୋଗଦେବେ।

- Advertisement -

ଅନ୍ୟ ପକ୍ଷରେ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories