www.samajalive.in
Thursday, December 11, 2025
13.1 C
Bhubaneswar

ବିପୁଳ ପରିମାଣର କଫ୍ ସିରପ ଜବତ, ୩ ଗିରଫ

ସମ୍ବଲପୁର : ସମ୍ବଲପୁର ଜିଲା ଧନୁପାଲି ଥାନା ମହାବୀରପଡ଼ା ପଡ଼ିଆ ନିକଟରୁ ପୁଲିସ୍ ଗୁରୁବାର ବିପୁଳ ପରିମାଣର କଫ୍ ସିରପ ଜବତ କରିବା ସହ ତିନି ଜଣ ଲୋକଙ୍କୁ ଗିରଫ କରିଛି। ପୁଲିସ ଏକ ସ୍କୁଟିରୁ  ୩୬୦ଟି କଫ୍ ସିରପ ଜବତ କରିଥିବାବେଳେ ଏକ ହଜାର ନିଶା ବଟିକା ସମେତ ଦେଢ ଲିଟର ଅପମିଶ୍ରିତ କଫ୍ ସିରଫ୍ ମଧ୍ୟ ଜବତ କରାଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories