www.samajalive.in
Sunday, December 14, 2025
15.1 C
Bhubaneswar

ମସଲା ସିମଲା ଲଙ୍କା

ସିମଲା ଲଙ୍କା – ୪ଟି
ଆଳୁ – ୩ଟି (ସିଝା)
ହେଙ୍ଗୁ – ସାମାନ୍ୟ
ଜିରା – ଅଳ୍ପ
ପିଆଜ – ୧ଟି (କଟା ହୋଇଥିବା)
ଧନିଆ ଗୁଣ୍ଡ – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ହଳଦୀ ଗୁଣ୍ଡ – ସାମାନ୍ୟ
ଆମଚୁର ଗୁଣ୍ଡ – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ଗରମ ମସଲା – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ସିମଲା ଲଙ୍କାକୁ ଭଲ ଭାବେ ଧୋଇ ଏହାର ଉପର ଅଂଶକୁ କାଟି ଭିତରୁ ମଞ୍ଜି କାଢି ଦିଅନ୍ତୁ। ଏବେ ଗ୍ୟାସରେ ଏକ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ହେଙ୍ଗୁ, ଜିରା, ପିଆଜ ପକାଇ ଭାଜନ୍ତୁ। ଏବେ ଏଥିରେ ସାମାନ୍ୟ ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଧନିଆ ଗୁଣ୍ଡ ପକାନ୍ତୁ। ଏବେ ଏଥିରେ ସିଝା ଆଳୁକୁ ଚକଟି ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏବେ ଏଥିରେ ଲୁଣ, ଆମଚୁର ଗୁଣ୍ଡ, ଧନିଆ ଗୁଣ୍ଡ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏହି ମିଶ୍ରଣକୁ ଏକ ପାତ୍ରକୁ କାଢି ରଖନ୍ତୁ। ବର୍ତ୍ତମାନ କଟା ହୋଇଥିବା ସିମଲା ଲଙ୍କା ଭିତରେ ଏହି ମିଶ୍ରଣକୁ ଭର୍ତ୍ତି କରନ୍ତୁ। ଏବେ ପୁଣି ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏହି ସିମଲା ଲଙ୍କାକୁ କଡ଼େଇ ଭିତରେ ରଖି ଏକ ଘୋଡ଼ଣି ଘୋଡ଼ାଇ ୧୦ ରୁ ୧୫ ମିନିଟ ଗ୍ୟାସରେ ବସାନ୍ତୁ। ମଝିରେ ମଝିରେ ଘୋଡ଼ଣି କାଢି ପ୍ରସ୍ତୁତ ସିମଲାକୁ ଏହା ନରମ ହେଲା କି ନାହିଁ, ପରଖନ୍ତୁ। ପ୍ରସ୍ତୁତ ହୋଇଗଲା ମସଲା ସିମଲା ଲଙ୍କା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories