www.samajalive.in
Sunday, December 14, 2025
14.1 C
Bhubaneswar

ଲାଞ୍ଚନେବା ବେଳେ ଧରିପଡିଲେ ଗ୍ରାମ ରୋଜଗାର ସେବକ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅର୍ନ୍ତଗତ ପଞ୍ଚମାଳା ପଞ୍ଚାୟତରେ ଗ୍ରାମ ରୋଜଗାର ସେବକ ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗ୍ରାମ ରୋଜଗାର ସେବକ ସୋଭଗ୍ୟବନ୍ତ ସାହୁ ପଞ୍ଚମାଳା ପଞ୍ଚାୟତର ହିତାଧିକାରୀ ଆଶ୍ରମ ସାହୁଙ୍କ ଠାରୁ ୫୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଛନ୍ତି। ହିତାଧିକାରୀ ଆଶ୍ରମ ସାହୁ ପକ୍କାଘର ଯୋଜନାରେ ଗ୍ରାମ ରୋଜଗାର ସେବକଙ୍କୁ ୫୦୦୦ଟଙ୍କା ଲାଞ୍ଚ ଦେଇଥିଲେ। ସୋଭାଗ୍ୟବନ୍ତ ସାହୁଙ୍କୁ ଭିଜିଲାନ୍ସ ଅଧିକାରୀ ଗିରଫକରି କୋର୍ଟଚାଲାଣ କରିଛି।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories