www.samajalive.in
Friday, December 12, 2025
27.1 C
Bhubaneswar

ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ : ଏନସିଆରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ନୂଆଦିଲ୍ଲୀ :  ୭୧ତମ ସାଧାରଣତନ୍ତ୍ର ଦିବସକୁ ମହାଆଡ଼ମ୍ବରରେ ପାଳନ କରିବା ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି । ଜାତୀୟ ରାଜଧାନୀର ରାଜପଥରେ ରବିବାର ମୁଖ୍ୟ ଉତ୍ସବ ଅନୁଷ୍ଠିତ ହେବାକୁ ଥିବାବେଳେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ।

ଚଳିତବର୍ଷ ବ୍ରାଜିଲ୍‍ ରାଷ୍ଟ୍ରପତି ଜାୟେଦ୍‍ ମେସିଅସ୍‍ ବୋଲସୋନାରୋ ଏହି ଉତ୍ସବର ମୁଖ୍ୟଅତିଥି ହେବେ। ୧୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଓ ୬ଟି କେନ୍ଦ୍ରୀୟ ମନ୍ତ୍ରଣାଳୟ ସାଧାରଣତନ୍ତ୍ର ଦିବସ ପରେଡରେ ଅଂଶଗ୍ରହଣ କରିବେ। ତେବେ ଚଳିତ ବର୍ଷ ପରେଡର ମୁଖ୍ୟ ଆକର୍ଷଣ ହେଉଛି ନିକଟରେ ସେନାରେ ସାମିଲ ହୋଇଥିବା ଚିକୁନ ଏବଂ ଆପାଚେ ହେଲିକପ୍ଟର। ଏହା ବ୍ୟତୀତ ସୁଖୋଇ ଏବଂ ଅତ୍ୟାଧୁନିକ ହାଲୁକା ହେଲିକପ୍ଟରର ଫ୍ଲାଇଂ ପାଷ୍ଟ ।  ଇତିମଧ୍ୟରେ ସମଗ୍ର ଜାତୀୟ ରାଜଧାନୀ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

Hot this week

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

Related Articles

Popular Categories