www.samajalive.in
Saturday, December 13, 2025
26.1 C
Bhubaneswar

ସାଧାରଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ସନ୍ଧ୍ୟା ୭ଟାରୁ ରାଷ୍ଟ୍ରକୁ ସମ୍ବୋଧନ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ରାଷ୍ଟ୍ରପତି ରାମନାଥ କୋବିନ୍ଦ ୭୧ତମ ସାଧାରଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଶନିବାର ରାଷ୍ଟ୍ରକୁ ସମ୍ବୋଧନ କରିବେ । ରାଷ୍ଟ୍ରପତିଙ୍କ ବାର୍ତ୍ତା ଆଜି ସନ୍ଧ୍ୟା ୭ଟାରୁ ଆକାଶବାଣୀର ସମସ୍ତ ଜାତୀୟ ନେଟ୍‍ୱର୍କରେ ଏବଂ ଦୂରଦର୍ଶନର ସମସ୍ତ ଚ୍ୟାନେଲରେ ପ୍ରଥମେ ହିନ୍ଦୀ ଓ ପରେ ପରେ ଇଂରାଜୀରେ ପ୍ରସାରିତ ହେବ । ଏହାପରେ ଦୂରଦର୍ଶନର ସମସ୍ତ ଆଞ୍ଚଳିକ ଚ୍ୟାନେଲରେ ଆଞ୍ଚଳିକ ଭାଷାରେ ଏହି ଅଭିଭାଷଣ ପ୍ରସାରିତ ହେବ। ତେବେ ରାତି ୯ଟା ୩୦ ମିନିଟରେ ଆକାଶବାଣୀ ପକ୍ଷରୁ ଏହାର ଆଞ୍ଚଳିକ ନେଟ୍‍ୱର୍କରେ ଏହି ବାର୍ତ୍ତାର ଆଞ୍ଚଳିକ ଭାଷାନ୍ତର ପ୍ରସାରିତ ହେବ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories