www.samajalive.in
Monday, December 15, 2025
14.1 C
Bhubaneswar

ମୟୁରଭଞ୍ଜରେ ୭୧ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ

ବାରିପଦା : ବାରିପଦାଠାରେ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ୭୧ତମ ସାଧାରଣତନ୍ତ୍ର ଦିବସ ଉତ୍ସବ ପାଳିତ ହୋଇଯାଇଛି । ଏଥିରେ ରାଜ୍ୟ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ସମ୍ମିଳିତ ପ୍ୟାରେଡ଼ର ଅଭିବାଦନ ଗ୍ରହଣ କରିଥିଲେ।  ସମବେତ ଜନତାଙ୍କୁ ଉଦବୋଧନ ଦେଇ ସାଧାରଣତନ୍ତ୍ର ଦିବସର ତାତ୍ପର୍ଯ୍ୟ ସମ୍ପର୍କରେ ଆଲୋକପାତ କରିବା ସହ ଯୁବ ସମାଜ ଦେଶ ପ୍ରତି ଉତ୍ସର୍ଗୀକୃତ ହେବା ପାଇଁ ଆହ୍ୱାନ ଦେଇଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories