www.samajalive.in
Sunday, December 14, 2025
26.1 C
Bhubaneswar

କାଲି ଠାରୁ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର କେତେକ ସ୍ଥାନରେ ମଙ୍ଗଳବାରଠାରୁ ୨ ଦିନ ଯାଏଁ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ମୟୁରଭଞ୍ଜ, କେନ୍ଦୁଝର ସହ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବା ସହ ବଜ୍ରପାତ ନେଇ କଟକ, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ମୟୁରଭଞ୍ଜ, କେନ୍ଦୁଝର ୯ଟି ଜିଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ଜାନୁଆରୀ ୩୦ରୁ ସାରା ରାଜ୍ୟରେ ୨ ରୁ ୩ ଦିନ ଘନ କୁହୁଡ଼ି ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories