www.samajalive.in
Sunday, December 14, 2025
26.1 C
Bhubaneswar

ପଥର ବ୍ଲାଷ୍ଟିଂରେ ୧ ମୃତ, ୧ ଆହତ

ଝାରସୁଗୁଡ଼ା: ପଥର ବ୍ଲାଷ୍ଟିଂ ବେଳେ ଦୁର୍ଘଟଣା ଘଟି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ଗୌରମଲା ପଞ୍ଚାୟତ ରନକଟାଠାରେ ଘଟିଛି ଏହି ଅଘଟଣ। ମୃତକ ଜଣକ ସୁରେଶ କିଶାନ ବୋଲି ଜଣାପଡ଼ିଛି। ଆହତ ରାମବିଳାସ ରୋହିଦାସଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାର ପ୍ରତିବାଦ ଓ କ୍ଷତିପୂରଣ ଦାବିରେ ଘଟସ୍ଥାରେ ସ୍ଥଳରେ ଉତ୍ତେଜନା ଦେଖାଦେଇଛି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories