www.samajalive.in
Thursday, December 11, 2025
14.1 C
Bhubaneswar

ଟିଏମ୍‌ସି ନେତାଙ୍କ ଗୁଳିରେ ୨ ମୃତ

କଲକାତା : ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଜଣେ ତୃଣମୂଳ କଂଗ୍ରେସ (ଟିଏମସି) ନେତା ନାଗରିକତ୍ବ ସଂଶୋଧନ ଆଇନ (ସିଏଏ) ବିରୋଧୀ ବିକ୍ଷୋଭ ପ୍ରଦର୍ଶନ ବେଳେ ଗୁଳି ଚଳାଇବାରୁ ୨ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ପୁଲିସ ସୂତ୍ରରୁ ପ୍ରକାଶ ଯେ ବୁଧବାର ସିଏଏ ବିରୋଧୀ ଶୋଭାଯାତ୍ରା ଚାଲିଥିବାବେଳେ ଟିଏମ୍‌ସିର ଜଳାଙ୍ଗି ବ୍ଲକ ସଭାପତି ତାହିରୁଦ୍ଦିନ ଗୁଳି ଚାଳନା କରିବାରୁ ୨ଜଣ ବିକ୍ଷୋଭକାରୀଙ୍କ ମୃତ୍ୟୁ ଘଟିଥିବାବେଳେ ଏକାଧିକ ଆହତ ହୋଇଛନ୍ତି। ମୃତକ ଦ୍ବୟ ହେଲେ ମକବୁଲ ଶେଖ୍‌ ଓ ଅନିରୁଦ୍ଧ ବିଶ୍ବାସ।

Hot this week

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

Related Articles

Popular Categories