www.samajalive.in
Saturday, December 13, 2025
23.1 C
Bhubaneswar

ବାପୁଜୀଙ୍କ ପବିତ୍ର ମହାପ୍ରୟାଣ ଦିବସରେ ଶ୍ରଦ୍ଧାଞ୍ଜଳୀ ଜ୍ଞାପନକଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ଭୁବନେଶ୍ବର : ମହାତ୍ମାଗାନ୍ଧୀଙ୍କ ପବିତ୍ର ମହାପ୍ରୟାଣ ଦିବସ ଅବସରରେ ବିଧାନ ସଭାଠାରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଗୁରୁବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ପୁଷ୍ପମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି।

- Advertisement -

ରାଜ୍ୟ ପୁଲିସ ପକ୍ଷରୁ ପ୍ରଥମେ  ଶହୀଦଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା। ପରେ ୨ମନିଟର ନିରବ ପ୍ରାର୍ଥନା କରାଯାଇଥିଲା। ଏହାପରେ ରାଜ୍ୟ ପୁଲିସ ପକ୍ଷରୁ ବ୍ୟାଣ୍ଡବାଜା ସହାଯ୍ୟରେ ରାମଧୁନ ପରିବେଷଣ କରାଯାଇଥିଲା। ଶେଷରେ ଜାତୀୟ ସଙ୍ଗୀତ ଗାନ କରାଯାଇ ସଭା ସମାପ୍ତ କରାଯାଇଥିଲା।

Hot this week

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

Related Articles

Popular Categories