କଙ୍କଡ଼ାହାଡ଼: ଢୋଙ୍କାନାଳ ଜିଲା କଙ୍କଡ଼ାହାଡ଼ ଆଇଆଇସି ପ୍ରମୋଦ କୁମାର ଲେଙ୍କାଙ୍କୁ ଗୁରୁବାର ସସ୍ପେଣ୍ଡ କରାଯାଇଛି। କାର୍ଯ୍ୟରେ ଅନିୟମିତତା ଓ ବିଶୃଙ୍ଖଳିତ ଆଚରଣ ପାଇଁ ପୁଲିସ ଡିଜି ଅଭୟ ତାଙ୍କୁ ନିଲମ୍ବନ କରିଛନ୍ତି। ଏନେଇ ରାଜ୍ୟ ପୁଲିସ ମୁଖ୍ୟାଳୟରୁ ସୂଚନା ମିଳିଛି।
Popular Categories

Hot this week
‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!