www.samajalive.in
Saturday, December 6, 2025
16.1 C
Bhubaneswar

କନ୍ଧମାଳରେ ‘କରୋନା’ ଆତଙ୍କ, ଡ଼ାକ୍ତରୀ ଛାତ୍ର ଆକ୍ରାନ୍ତ ହୋଇଥିବା ସନ୍ଦେହ

କନ୍ଧମାଳ : କନ୍ଧମାଳର ଫୁଲବାଣୀରେ ‘କରୋନା’ ଆତଙ୍କ ସୃଷ୍ଟି ହୋଇଛି। ଚୀନରେ ଡ଼ାକ୍ତରୀ ପାଠ ପଢୁଥିବା ଜଣେ ଛାତ୍ର ଏଥିରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଛି। ସୂଚନା ଯୋଗ୍ୟ, ଉକ୍ତ ଛାତ୍ର ଜଣଙ୍କ ଚୀନରେ ଡ଼ାକ୍ତରୀ ପାଠ ପଢୁଥିଲେ। ଗତ ୧୧ ତାରିଖରେ ସେ ଅସୁସ୍ଥ ଅବସ୍ଥାରେ ଚୀନରୁ ଫେରିଥିଲେ। ଘରକୁ ଫେରିବା ଦିନ ଠାରୁ ତାଙ୍କୁ କାଶ, ଥଣ୍ଡା ଛାଡ଼ୁ ନଥିବାରୁ ସେ ଏଥିରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଛି। ‘କରୋନା’ ଆଶଙ୍କା କରି ଉକ୍ତ ଛାତ୍ର ଜଣଙ୍କ ନିଜେ ସିଡ଼ିଏମଓଙ୍କୁ ଚିଠି ଲେଖିଥିଲେ ବୋଲି ଜଣାପଡ଼ିଛି। ଚିଠି ଲେଖିବା ପରେ ଯୁବକଙ୍କୁ କଟକ ଏସସିବି ମେଡ଼ିକାଲକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories