www.samajalive.in
Monday, December 8, 2025
20.1 C
Bhubaneswar

ନିର୍ଭୟା ମାମଲା: ବିନୟର ରାଜକ୍ଷମା ଆବେଦନ ଖାରଜ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ବିନୟର ରାଜକ୍ଷମା ଆବେଦନ ଖାରଜ ହୋଇଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ରାଜକ୍ଷମା ଆବେଦନକୁ ଖାରଜ କରିଦେଇଛନ୍ତି। ଫଳରେ ବିନୟ ଫାଶୀ ପାଇବା ନିଶ୍ଚିତ ହୋଇଛି।

ସୂଚନାଯୋଗ୍ୟ, ଶନିବାର ଅର୍ଥାତ ଫେବୃୟାରୀ ୧ରେ ନିର୍ଭୟା ଦୋଷୀମାନଙ୍କୁ ଫାଶୀ ଦିଆଯିବା ନେଇ ପୂର୍ବରୁ ପଟିୟାଲା ହାଉସ କୋର୍ଟ ଡେଥ୍‌ ୱାରେଣ୍ଟ ଜାରି କରିଥିଲେ। କିନ୍ତୁ ଗତ ଶୁକ୍ରବାର କୋର୍ଟ ତାହାକୁ ରଦ୍ଦ କରିଦେଇଥିଲେ। ଫଳରେ ଶନିବାର ହେବାକୁ ଥିବା ଫାଶୀକୁ ଘୁଞ୍ଚାଇ ଦିଆଯାଇଥିଲା। ତେବେ ତିହାର ଜେଲ୍‌ କର୍ତ୍ତୃପକ୍ଷ ବିନୟକୁ ଛାଡ଼ି ଅନ୍ୟ ୩ ଦୋଷୀ ମୁକେଶ, ପୱନ ଏବଂ ଅକ୍ଷୟକୁ ଶନିବାର ଫାଶୀ ଦେବାକୁ କୋର୍ଟଙ୍କଠାରୁ ଅନୁମତି ଲୋଡ଼ିଥିଲେ। କିନ୍ତୁ କୋର୍ଟଙ୍କଠାରୁ ଅନୁମତି ମିଳି ନ ଥିଲା।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories