www.samajalive.in
Monday, December 8, 2025
14.1 C
Bhubaneswar

ବଜେଟ୍ – ୨୦୨୦-୨୧ ; ପିପିପି ମୋଡରେ ବିକଶିତ ହେବ ୫ ସହର

ନୂଆଦିଲ୍ଲୀ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ୨୦୨୦-୨୧ ସାଧାରଣ ବଜେଟ୍ ଉପସ୍ଥାପନ କରୁଛନ୍ତି । ​

ବଜେଟରେ ରାଷ୍ଟ୍ରୀୟ ଟେକ୍ନେିକାଲ ଟେକ୍ସଟାଇଲ ମିଶନ ପ୍ରତିଷ୍ଠା ପାଇଁ ଯୋଜନା କରାଯାଇଛି।

ମୋବାଇଲ ଫୋନ, ଇଲେକଟ୍ରୋନିକ୍ସ ଉପକରଣ, ସେମିକଣ୍ଡକ୍ଟର ପ୍ୟାକେଜିଙ୍ଗର ବିନିର୍ମାଣକୁ ପ୍ରୋତ୍ସାହନ ପାଇଁ ଯୋଜନା କରାଯାଇଛି।

ସେହିପରି ଉଦ୍ୟୋଗ ଏବଂ ବାଣିଜ୍ୟ ଉତ୍ପାଦର ବିକାଶ ପାଇଁ ପ୍ରୋତ୍ସାହନ ପାଇଁ ୨୭,୩୦୦ କୋଟିର ପ୍ରସ୍ତାବ ରହିଛି ।

ଖୁବ୍ ଶୀଘ୍ର ରାଷ୍ଟ୍ରୀୟ ଲଜିଷ୍ଟିକ୍ ନୀତି ଘୋଷଣା କରାଯିବ।

ପିପିପି ମୋଡରେ ୫ଟି ସହରକୁ  ବିକଶିତ କରିବା ପାଇଁ ପ୍ରସ୍ତାବ ରହିଛି ବୋଲି ଅର୍ଥମନ୍ତ୍ରୀ ତାଙ୍କ ବଜେଟ ଭାଷଣରେ କହିଛନ୍ତି।

 

 

- Advertisement -

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories