www.samajalive.in
Thursday, December 11, 2025
15.1 C
Bhubaneswar

ଟ୍ରାଇବୁନାଲରେ ମହାନଦୀ ଜଳ ବିବାଦ ମାମଲାର ପରବର୍ତ୍ତୀ ଶୁଣାଣି ଅପ୍ରେଲ ୧୮ରେ

ନୂଆଦିଲ୍ଲୀ : ମହାନଦୀ ଜଳ ବିବାଦ ମାମଲାରେ ଉଭୟ ଓଡ଼ିଶା ଓ ଛତିଶଗଡ଼ ତରଫରୁ ଦାଖଲ ଭିନ୍ନ ଭିନ୍ନ ଇସ୍ୟୁ ଡ୍ରାଫଟ ବଦଳରେ ଉଭୟ ରାଜ୍ୟ ବିବାଦୀୟ ପ୍ରସଙ୍ଗଗୁଡ଼ିକୁ ଏକାଠି କରି ଗୋଟିଏ ଇସ୍ୟୁ ଡ୍ରାଫଟ ଦାଖଲ କରିବାକୁ ବିଚାରପତି ଏ ଏମ ଖାଣ୍ଡିଲକରଙ୍କ ନେତୃତ୍ୱରେ ଗଠିତ ତିନି ଜଣିଆ ଖଣ୍ଡପୀଠ ନିର୍ଦେଶ ଦେଇଛନ୍ତି।
ମାମଲାର ପରବର୍ତ୍ତୀ ଶୁଣାଣି ଅପ୍ରେଲ ୧୮ରେ ହେବ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories