www.samajalive.in
Tuesday, December 9, 2025
17.1 C
Bhubaneswar

ଚୀନରେ କରୋନାରେ ଆଉ ୪୫ଜଣଙ୍କ ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୩୦୪କୁ ବୃଦ୍ଧି

ବେଜିଂ: ଚୀନ୍‌ରେ କରୋନା ଭାଇରସରେ ଆଉ ୪୫ଜଣଙ୍କ ମୃତ୍ୟୁ ଘଟିଛି। ଯାହାଫଳରେ କରୋନା ଭାଇରସ ଜନିତ ମୃତ୍ୟୁସଂଖ୍ୟା ୩୦୪କୁ ବୃଦ୍ଧି ପାଇଛି।  ଏହା ସହ ଏହି ଭୟଙ୍କର ରୋଗରେ ୧୪ ହଜାରରୁ ଅଧିକ ଲୋକ ଆକ୍ରାନ୍ତ ହୋଇଥିବା ଜାଣିବାକୁ ମିଳିଛି । ବିଶ୍ୱର ୧୮ଟି ଦେଶକୁ କରୋନା ଭାଇରସ ବ୍ୟାପିଥିବା ଜଣାପଡ଼ିଛି । ଚୀନ୍‌ର ସବୁ ଅଂଚଳରେ ଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବାରୁ ଲୋକେ ଆତଙ୍କିତ ହୋଇ ରହିଛନ୍ତି। ବର୍ତ୍ତମାନ ସ୍ଥିତି‌ରେ ଚୀନ୍‌ରେ କରୋନା ଭାଇରସ୍‌ ଚିକିତ୍ସା ପାଇଁ ଆବଶ୍ୟକ ଚିକିତ୍ସାଳୟ ଥିଲେ ମଧ୍ୟ ଏହା ଜରୁରୀ ସ୍ଥିତିର ମୁକାବିଲା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ଦୁଇଟି ନୂଆ ହସ୍ପିଟାଲ୍‌ ନିର୍ମାଣ କରିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories