www.samajalive.in
Saturday, December 13, 2025
26.1 C
Bhubaneswar

ଦୁର୍ଘଟଣାରେ ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ

ଝାରସୁଗୁଡା : ଝାରସୁଗୁଡା ଜିଲା ଦୁର୍ଲ୍ଲଗା ଠାରେ ଏକ ସଡକ ଦୁର୍ଘଟଣାରେ ଭେଡାବାହାଲର ପୂର୍ବତନ ସରପଞ୍ଚ ପ୍ରଦୀପ ନାୟକଙ୍କ ମୃତ୍ୟୁ ଘଟିଛି। ଗୁରୁତର ଅବସ୍ଥାରେ ପ୍ରଦୀପଙ୍କୁ ପ୍ରଥମେ ଝାରସୁଗୁଡା ସଦର ଡାକ୍ତରଖାନା ଓ ପରେ ବୁର୍ଲା ବଡ ଡାକ୍ତରଖାନକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories